Masthead

ଦୁଇ ଦିନ ପୁଣି ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ:) ଦୁଇଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିବ ବର୍ଷା । ଦକ୍ଷିଣ ବଙ୍ଗୋପସାଗରରେ ଥିବା ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ଆନ୍ଧ୍ର ଓ ତାମିଲନାଡୁ ମୁହାଁଉଛି । ଏହାର ସିଧାସଳଖ ପ୍ରଭାବ ଓଡିଶା ଉପରେ ନଥିଲେ ବି ଆଜି ଓ କାଲି ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମଙ୍ଗଳବାର ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ବୁଧବାର ଗଞ୍ଜାମ ଓ ଗଜପତିରେ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଏହାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) । ସେହିପରି ଆସନ୍ତା ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଏହାର ପ୍ରଭାବ ଓଡିଶା ଉପରେ କେତେ ରହିବ ତାର ସ୍ପଷ୍ଟ ଚିତ୍ର ଆସିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ