Masthead

ଦୁଇ ଦିନ ପୁଣି ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ:) ଦୁଇଦିନର ବ୍ୟବଧାନ ପରେ ପୁଣି ରାଜ୍ୟକୁ ଫେରିବ ବର୍ଷା । ଦକ୍ଷିଣ ବଙ୍ଗୋପସାଗରରେ ଥିବା ଲଘୁଚାପ ପ୍ରଭାବରେ ଆଜିଠୁ ବର୍ଷା ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ଆନ୍ଧ୍ର ଓ ତାମିଲନାଡୁ ମୁହାଁଉଛି । ଏହାର ସିଧାସଳଖ ପ୍ରଭାବ ଓଡିଶା ଉପରେ ନଥିଲେ ବି ଆଜି ଓ କାଲି ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମଙ୍ଗଳବାର ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ବୁଧବାର ଗଞ୍ଜାମ ଓ ଗଜପତିରେ ବର୍ଷା ହେବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଏହାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) । ସେହିପରି ଆସନ୍ତା ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ । ଏହାର ପ୍ରଭାବ ଓଡିଶା ଉପରେ କେତେ ରହିବ ତାର ସ୍ପଷ୍ଟ ଚିତ୍ର ଆସିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ