Masthead

ଦିଲ୍ଲୀରେ, ୟୁପିରେ ବଦଳିଲା ପାଗ

ନୂଆଦିଲ୍ଲୀ(ବଡ଼ଖବର ବ୍ୟୁରୋ):କେରଳ,ମହାରାଷ୍ଟ୍ର,ହିମାଚଳ ପ୍ରଦେଶ ଏବଂ ଉତ୍ତର ପ୍ରଦେଶରେ ପ୍ରବଳ ବର୍ଷା ଜାରି ରହିଛି । ମୌସୁମୀ ସାରା ଦେଶରେ ପ୍ରବେଶ କରସାରିିଥିବାରୁ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଚଳିତ ସପ୍ତାହ ଶେଷ ସୁଦ୍ଧା ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ମୌସୁମୀ ଆସିବା ପରେ ଦକ୍ଷିଣ-ପଶ୍ଚିମର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିଲା । ଫଳରେ ପ୍ରଚଣ୍ଡ ଖରାରୁ ଆଶ୍ୱସ୍ତି ମିଳିଛି । ପାଣିପାଗ ବିଭାଗର ସୂଚନାନୁଯାୟୀ ଆଜି ମୁମ୍ବାଇର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉତ୍ତରାଖଣ୍ଡର ଡେରାଡୁନ, ହରିଦ୍ୱାର, କୁମାଓନ ସମତଳ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଦିଲ୍ଲୀରେ ମଧ୍ୟ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାବ୍ୟତୀତ ନଦୀ ଓ ଡ୍ରେନ କୂଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି