ଏବେ ଠୁ ଏତେ ଖରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢ଼ିବାରେ ଲାଗିଛି ତାପମାତ୍ରା । ଶୁକ୍ରବାର ଝାରସୁଗୁଡ଼ା ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଛୁଇଁଛି, ଯାହାକି ସ୍ୱାଭାବିକଠାରୁ ୩ ଡିଗ୍ରୀ ଅଧିକ । କେବଳ ସେତିକି ନୁହେଁ, ରାଜ୍ୟର ୬ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଉପରେ ଥିଲା । ସମ୍ବଲପୁର ତାପମାତ୍ରା ୩୫.୨, ହୀରାକୁଦ ୩୫.୬, ଟିଟିଲାଗଡ଼ ୩୫, ପାରଳାଖେମୁଣ୍ଡି ୩୫.୬, ଭଦ୍ରକ ୩୫ ଡିଗ୍ରୀ ଥିବାବେଳେ ଭୁବନେଶ୍ୱରରେ ପାରଦ ୩୪.୪ ଡିଗ୍ରୀ ଛୁଇଁଥିଲା ।

ଶୁକ୍ରବାର ଅନେକ ସ୍ଥାନରେ ପାରଦ ୩୩ରୁ ୩୪ ଡିଗ୍ରୀ ମଧ୍ୟରେ ରହିଥିଲା । ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିବା ସହ ଖରା ପ୍ରକୋପ କ୍ରମଶଃ ବୃଦ୍ଧି ପାଇବ । ଦିନର ସର୍ବୋଚ୍ଚ ତାପମାତ୍ରା ଆସନ୍ତା ୨ ଦିନରେ ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । କେବଳ ଦିନ ନୁହେଁ, ଏଣିକି ରାତି ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ । ଆସନ୍ତା ୨ ଦିନ ଭିତରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!