Masthead

ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଅନୁମାନ କରାଯାଉଛି । ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା କନ୍ଧମାଳ, ଦେବଗଡ଼ ଓ ରାୟଗଡ଼ା । ଏହି ୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ