Masthead

ବର୍ଷାରୁ ମିଳିବ ଆଶ୍ୱସ୍ତି, ରାଜ୍ୟରେ ବଦଳିବ ପାଗ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରୁ ମିଳିବ ଆଶ୍ୱସ୍ତି । ରାଜ୍ୟରେ ବଦଳିବ ପାଗ । ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସକ୍ରିୟ ଲଘୁଚାପ କ୍ଷେତ୍ର ଏବଂ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଥିଲା । ଆଜି ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର,ମୟୂରଭଞ୍ଜ ଓ ବାଲେଶ୍ୱରରେ ବର୍ଷା ସମ୍ଭାବନା ରହିଛି । ଏହି ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜଧାନୀ ଭୁବନେଶ୍ୱର ସହିତ ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିବ । ଦିନର ସର୍ବାଧିକ ତାପମାତ୍ରା ୩୦ ଓ ସର୍ବନିମ୍ନ ୨୬ ଡିଗ୍ରୀ ତାପମାତ୍ରା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା