Masthead

ଆସୁଛି କାଳବୈଶାଖୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ୯ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ କଟକ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ।

ଦକ୍ଷିଣ ଆଭ୍ୟନ୍ତରିଣ ଓଡିଶାର ନବରଙ୍ଗପୁରରେ ହାଲକାରୁ ମଧ୍ୟମ ଧରଣରୁ ବର୍ଷା ହୋଇଛି । ଉପକୂଳ ଓଡିଶାର ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାରେ ସକାଳୁ ସକାଳୁ କୁହୁଡି ଥିବା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱର ସମେତ ବାରିପଦାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୨ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା