ଆସୁଛି କାଳବୈଶାଖୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ୯ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ କଟକ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ।

ଦକ୍ଷିଣ ଆଭ୍ୟନ୍ତରିଣ ଓଡିଶାର ନବରଙ୍ଗପୁରରେ ହାଲକାରୁ ମଧ୍ୟମ ଧରଣରୁ ବର୍ଷା ହୋଇଛି । ଉପକୂଳ ଓଡିଶାର ଖୋର୍ଦ୍ଧା ଓ ଅନୁଗୁଳ ଜିଲ୍ଲାରେ ସକାଳୁ ସକାଳୁ କୁହୁଡି ଥିବା ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱର ସମେତ ବାରିପଦାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୯.୨ଡିଗ୍ରୀ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’