Masthead

୨୧ ରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ ରେ ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ୨୩ ରୁ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି। ଅଳ୍ପ ପରିମାଣର ବର୍ଷା ହେବା ସହିତ ଟାଣ ଖରା ମଧ୍ୟ ରହିବ । ୨୧ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇ ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ ।

ଓଡ଼ିଶା ଉପକୂଳରୁ ଦୂରରେ ସମୁଦ୍ରରେ ରହିବା ହେତୁ ଉପକୂଳ ସମେତ ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ। ତେବେ ୨୩ ତାରିଖ ଲଘୁଚାପଟି ଓଡ଼ିଶା ଉପକୂଳ ସ୍ପର୍ଶ କରିବା ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଫଳରେ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା