Masthead

ରାଜ୍ୟରେ ଜାରି ରହିଛି ଶୀତ ଲହରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ । ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ କମ୍ ହୋଇଛି । ଏଭଳି ସ୍ଥିତି ଆହୁରି ୪ ଦିନ ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ଆଗାମୀ କିଛି ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତନ ହେବ ନାହିଁ । ଡିସେମ୍ବର ୨୯ ସକାଳ ପର୍ଯ୍ୟନ୍ତ ନୟାଗଡ଼, କୋରାପୁଟ, ମୟୂରଭଞ୍ଜ, କଳାହାଣ୍ଡି, କଟକ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ସୁନ୍ଦରଗଡ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ।

ବିଭିନ୍ନ ସ୍ଥାନରେ ଶୀତର ପ୍ରକୋପ ଅଧିକ ଥିବାବେଳେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇଯାଇଛି । ଫଳରେ ସକାଳୁ ଲୋକମାନଙ୍କର ଘରୁ ବାହାରିବା ମଧ୍ୟ ଏକପ୍ରକାର ବନ୍ଦ ହୋଇଯାଇଛି । ତେବେ କିଛି ସ୍ଥାନରେ ସକାଳ ସମୟରେ କୁହୁଡି ଯୋଗୁଁ ଯାତାୟତରେ ବାଧା ଦେଖାଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ