ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି ଶୀତର ପ୍ରକୋପ । ଦିନକୁ ଦିନ ପାରଦ ଖସିବା ସହିତ ବଢୁଛି ଜାଡ । ୮ଟି ସହରର ତାପାମାତ୍ରା ୧୦ ଡିଗ୍ରୀ ଥିବାବେଳେ ଫୁଲବାଣୀରେ ସର୍ବନିମ୍ନ ତାପାମାତ୍ରା ରେକର୍ଡ କରାଯାଇଛି । ଆହୁରୀ ୪ ଦିନ ଶୀତର ଲହରୀ ଜାରୀ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଚଳିତବର୍ଷର ଶୀତ ରେକର୍ଡ ଭାଙ୍ଗିଛି ।

କନ୍ଧମାଳ, କୋରାପୁଟ, ସୁବଣ୍ଣପୁର, ଫୁଲବାଣୀରେ ତାପାମାତ୍ରା ଅଧିକ ଥିବା ବେଳେ ଜନଜୀବନ ଏକପ୍ରକାର ଅସ୍ତବ୍ୟସ୍ତ ହୋଇଛନ୍ତି । ଶୀତର ପ୍ରଭାବ ଏତେ ଅଧିକ ରହିଛି ଯେ ଲୋକମାନେ ସକାଳୁ ମଣ୍ଣିଂଓାର୍କ ରେ ମଧ୍ୟ ବାହାରୁ ନାହାନ୍ତି । ବିଭିନ୍ନ ସ୍ଥାନରେ ଲୋକମାନେ ନିଆଁର ସାହାରା ନେଉଥିବା ମଧ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’