Masthead

୨୪ ଘଣ୍ଟା ପରେ ବଦଳିବ ପାଗ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବର୍ଷା ଜାରି ରହିଛି । ଆହୁରି ୪ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି , ବିଜୁଳି ସହ କୁଆପଥର ବର୍ଷା ମଧ୍ୟ ହେଉଛି । କେତେକ ଜିଲ୍ଲାରେ କୋହଲା ପାଗ ରହୁଛି । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ଧୀରେ ଧୀରେ ୩ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବଢ଼ିବ । ଏହା ପରେ ରାଜ୍ୟରେ ଖରା ବଢ଼ିବା ସହ ଗରମ ମଧ୍ୟ ବଢ଼ିବ । ଆଜି ରାଜଧାନୀ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଦିନ ତାପମାତ୍ରା ୩୨ ଡିଗ୍ରୀ ଓ ରାତିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ରହିବ । ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ଣରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା