Masthead

ଟୁଇନସିଟିରେ କାଳବୈଶାଖୀ ତାଣ୍ଡବ

୨୯ରେ ଆଉ ଏକ ପଶ୍ଚିମା ଝଡ଼ !

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ଘଡ଼ଘଡ଼ି ସହ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ପ୍ରବଳ ବର୍ଷା । ଟୁଇନସିଟିରେ ମଧ୍ୟ ତାଣ୍ଡବ ରଚିଛି କାଳବୈଶାଖୀ ବର୍ଷା । ସକାଳୁ ଖରା, ଖରାବେଳେ କଳାହାଣ୍ଡିଆ ମେଘ । ଯାଜପୁର କୋରେଇରେ ସର୍ବାଧିକ ୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି କେନ୍ଦୁଝର ହାଟଡିହିରେ ୫୧.୧ ଓ ବୌଦ୍ଧ କଣ୍ଟାମାଳରେ ୪୪.୪ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଆସନ୍ତା ୨୪ ଘଣ୍ଟାରେ ଝଡ଼ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ନେଇ ୧୦ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଉତ୍ତର ଓ ଉପକୂଳ ଓଡ଼ିଶା ବିଶେଷ ଭାବେ ପ୍ରଭାବିତ ହେବ । ଅନ୍ୟପଟେ ଆସନ୍ତା ୨୯ ତାରିଖରୁ ଆସୁଛି ଆଉ ଏକ ପଶ୍ଚିମା ଝଡ଼ । ୩୦ରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୧ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ହୋଇପାରେ ବୋଲି ପୂର୍ବାନୁମାନ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା