Masthead

ବଦଳିଲା ପାଗ, ସକାଳୁ ବିଭିନ୍ନ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିଲା ପାଗ, ତାତିରୁ ମିଳିଲା ଆଶ୍ୱସ୍ତି । ସକାଳୁ ବିଭିନ୍ନ ଜିଲ୍ଲାରେ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କୋରାପୁଟ, କଳାହାଣ୍ଡିରେ ହାଲୁକା ବର୍ଷା ହୋଇଛି । ତେବେ ଆଗାମୀ ୩ରୁ ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି । ୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବ ।

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ