Masthead

୪ ଦିନ କାଳବୈଶାଖୀ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷୀଣ ଓଡ଼ିଶାର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । କାଳବୈଶାଖୀ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାର କଛି ସ୍ଥାନରେ କୁଆପଥର ବର୍ଷା ହେବାର ଆକଳନ କରାଯାଇଛି ।

ଏହା ବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳୁ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳୁ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ମଧ୍ୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା