Masthead

୪ ଦିନ କାଳବୈଶାଖୀ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷୀଣ ଓଡ଼ିଶାର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । କାଳବୈଶାଖୀ ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାର କଛି ସ୍ଥାନରେ କୁଆପଥର ବର୍ଷା ହେବାର ଆକଳନ କରାଯାଇଛି ।

ଏହା ବ୍ୟତୀତ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ବୌଦ୍ଧ, ଅନୁଗୁଳୁ, ନୟାଗଡ଼, କଟକ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳୁ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ମଧ୍ୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ