Masthead

ଆଜିଠୁ ପାଗ ଶୁଖିଲା, ୧୫ ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୧୫ ରୁ ପୁଣି ଭିଜିବ ଓଡ଼ିଶା । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଏବଂ ୧୫ ତାରିଖରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ରାଜ୍ୟରେ ଏବେ ବିଶେଷ ଖରାର ପ୍ରଭାବ ନାହିଁ। ତେବେ ଆଜିଠୁ ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିପାରେ। ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ।

ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ୩୮ କିମ୍ବା ୩୯ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା ପରେ ପୁଣି ତାପମାତ୍ରା ଖସିବ। ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଆସନ୍ତା ୧୫ ତାରିଖରେ କେନ୍ଦୁଝର, ମୟୂରଭିଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା