Masthead

ଏବେ କମିବନି ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏବେ କମିବନି ଶୀତ । ଆହୁରି ୪ରୁ ୫ ଦିନ ଯାଏ ଥରାଇବ ଜାଡ଼ । ୨ ଦିନ ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ଆଲର୍ଟ । ଆସନ୍ତା ଦୁଇ ଦିନ କୁହୁଡ଼ି ପ୍ରଭାବ ରହିବ । ୧୯ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଦେଇପାରେ । ୨୦ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାରେ ବି କୁହୁଡ଼ି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ସେପଟେ ଜି ଉଦୟଗିରିରେ ପାରଦ ୫ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଶୁକ୍ରବାର ଏଠାରେ ପାରଦ ୬ ଡିଗ୍ରୀ ଥିବାବେଳେ ଏହା ପୁଣି କମିଛି । ଦାରିଙ୍ଗିବାଡ଼ି ଓ ଫୁଲବାଣୀରେ ୮ ଡିଗ୍ରୀ, ଅନୁଗୁଳରେ ୧୦, ରାଉରକେଲାରେ ୧୦.୫, ଭବାନୀପାଟଣା ଓ କୋରାପୁଟରେ ୧୧, କେନ୍ଦୁଝରରେ ୧୧.୨, ନୟାଗଡ଼ରେ ୧୨.୪ ଡିଗ୍ରୀ ରହିଛି । ଆସନ୍ତା ୪ରୁ ୫ ଦିନ ଯାଏ ଶୀତ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ