Masthead

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ବର୍ଷାର ପରିମାଣ ସାମାନ୍ୟ କମିବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି ବର୍ଷା ଚାଷୀଙ୍କ ଦୁଃଖ ଦୂର କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲା ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର ଓ କଳହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା