Masthead

ରାଜ୍ୟରେ କମିଲା ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୩ ଡିଗ୍ରୀ ସେଲସିୟସ ଛୁଇଁଛି । ୧୯ଟି ସ୍ଥାନରେ ଦିନ ପାରଦ ୩୦ ଡିଗ୍ରୀ ଉପରେ ଥିବାବେଳେ ସେଥିରୁ ୭ଟି ଜାଗାରେ ତାପମାତ୍ରା ୩୧ ଡିଗ୍ରୀ ଉପରେ ଥିଲା । ବୁଧବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୧.୪, ପାରାଦୀପରେ ୩୧.୪, ଭଦ୍ରକରେ ୩୧.୨, ପାରଳାଖେମୁଣ୍ଡିରେ ୩୧.୨, ଅନୁଗୁଳରେ ୩୧.୧, ଜଗତସିଂହପୁରରେ ୩୧ ଡିଗ୍ରୀ, ସମ୍ବଲପୁର ୩୦.୮, ପୁରୀ ୩୦.୭ ଡିଗ୍ରୀ ଥିଲା ।

ଅନ୍ୟପଟେ ରାତି ତାପମାତ୍ରା ବଢ଼ିଛି । ଗତ ୪ ଦିନ ଭିତରେ ଉପକୂଳରେ ରାତି ତାପମାତ୍ରା ୩ ଡିଗ୍ରୀ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ପାଇଛି । ମଙ୍ଗଳବାର ରାତିରେ ଜି.ଉଦୟଗିରି ତାପମାତ୍ରା ୫.୮, ସେମିଳିଗୁଡ଼ା ୭.୬, ଫୁଲବାଣୀ ୯ ଡିଗ୍ରୀ ଥିଲା । ପାଣିପାଗ ବିଭାଗର ଆକଳନ, ବର୍ତ୍ତମାନ ୪ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ