Masthead

ରାତିରେ ପାରଦ ଖସୁଛି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗୋଟିଏ ପଟେ ଦିନର ତାପାମତ୍ରା ବଢ଼ିବାକୁ ଲାଗିଥିବା ବେଳେ ଅନ୍ୟପଟେ ରାତିରେ ପାରଦ ଖସୁଛି । ସକାଳୁ କୁହୁଡ଼ି ହେଉଥିବା ବେଳେ ଦିନରେ ବଢ଼ୁଛି ପାରଦ । ଏବଂ ସନ୍ଧ୍ୟା ହେଲେ କାଲୁଆ ପବନ ସାଙ୍ଗକୁ ବଢ଼ୁଛି ଶୀତ । ଗତକାଲି ଝାରସୁଗୁଡ଼ାରେ ଦିନ ତାପମାତ୍ରା ଟପିଥିଲା ୩୩ ଡିଗ୍ରି । ଝାରସୁଗୁଡ଼ାରେ ତାପମାତ୍ରା ୩୩.୭ ଡିଗ୍ରି, ପାରଳାଖେମୁଣ୍ଡିରେ ୩୩.୩ ଡିଗ୍ରି ରେକର୍ଡ କରାଯାଇଥିଲା । ଭୁବନେଶ୍ବରରେ ୩୨.୩ ରହିଥିଲା ତାପମାତ୍ରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ଆହୁରି ବଢ଼ିବ ଗରମ 🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ବର୍ଷା ପବନରେ ଉଡିଲା ଘର 🔴 ଦୁର୍ଘଟଣାରେ ଚାଲିଗଲା ମାଆ ଓ ଝିଅଙ୍କ ଜୀବନ 🔴 ରାଜଧାନୀ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ 🔴 ବୁର୍ଲାରେ ଦୁର୍ଦ୍ଦାନ୍ତ ମନୀଷକୁ ଏନକାଉଣ୍ଟର 🔴 ଆହୁରି ବଢ଼ିବ ଗରମ 🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି!