ମାର୍ଚ୍ଚରୁ ଡରାଇଲାଣି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମାର୍ଚ୍ଚ ପ୍ରଥମାର୍ଦ୍ଧରୁ ଡରାଇଲାଣି ତାତି, ୪୦ ଡିଗ୍ରି ଟପିଲାଣି ଦିନ ତାପମାତ୍ରା । ଗୁରୁବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଝାରସୁଗୁଡ଼ାରେ ୪୦ ଡିଗ୍ରି ଅତିକ୍ରମ କରିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଚଳିତ ଥର ପ୍ରଥମଥର ପାଇଁ ଦିନ ତାପମାତ୍ରା ୪୦ ଡିଗ୍ରି ଡେଇଁଛି । ହୀରାକୁଦରେ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ସମ୍ବଲପୁର ଓ ସୁନ୍ଦରଗଡ଼ରେ ପାରଦ ୩୯ ଡିଗ୍ରୀ, ଭୁବନେଶ୍ୱରରେ ୩୮.୬ ଡିଗ୍ରି , କଟକରେ ୩୫.୬ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି ।

ଆଗକୁ ପାରଦ ଆହୁରି ୨ରୁ ୩ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଥିବା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେପଟେ ଖରା ତାତି ଭିତରେ ସାମାନ୍ୟ ଆଶ୍ବସ୍ତି ଆଣିପାରେ କାଳବୈଶାଖୀ । ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ପବନ ବହିପାରେ । ଆସନ୍ତା ୧୫ ଓ ୧୬ ତାରିଖରେ ମଧ୍ୟ ରାଜ୍ୟର ଉତ୍ତର ଓ ଉପକୂଳ ଜିଲ୍ଲାରେ କାଳବୈଶାଖୀ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ