Masthead

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍‌ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଜୋର୍‌ରେ ପବନ ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ୬ ତାରିଖରେ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ