Masthead

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଲା ଆଶ୍ୱସ୍ତି । କିଛି ଦିନର ଅସହ୍ୟ ଗରମ ପରେ ଗତକାଲି ରାଜ୍ୟର କିଛି ଅଞ୍ଚଳରେ ତାତିରୁ ମିଳିଛି ତ୍ରାହି । ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା । ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ । ଗତକାଲି ଅପେକ୍ଷା ଆଜି ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବଜୁଳି, ଘଡ଼ଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ତାରି ରହିଛି । ସେହିପରି ଆଜି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ