Masthead

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଲା ଆଶ୍ୱସ୍ତି । କିଛି ଦିନର ଅସହ୍ୟ ଗରମ ପରେ ଗତକାଲି ରାଜ୍ୟର କିଛି ଅଞ୍ଚଳରେ ତାତିରୁ ମିଳିଛି ତ୍ରାହି । ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା । ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ । ଗତକାଲି ଅପେକ୍ଷା ଆଜି ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବଜୁଳି, ଘଡ଼ଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ।

ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ତାରି ରହିଛି । ସେହିପରି ଆଜି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର