Masthead

କୋହଲା ପବନ ସାଙ୍ଗକୁ ହାଲୁକା ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଜାରି ରହିଛି ହାଲୁକା ବର୍ଷା । ଟୁଇନ୍ ସିଟିରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି । କିଛି ସ୍ଥାନରେ ଘଡଘଡି ସହ ବର୍ଷା ବି ଦେଖିବାକୁ ମିଳିଛି । ୩ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା. ସମ୍ବଲପୁର, ବରଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ଅନୁଗୁଳ ଓ ଦେବଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଲାଗି ରହିଛି ବର୍ଷା ।

ସେପଟେ ୧୩ ତାରିଖଠାରୁ ତାତି ବଢ଼ିବ । ୧୫ ତାରିଖ ଭିତରେ ତାତି ୩ରୁ ୪ ଡିଗ୍ରୀ ବଢ଼ିଯିବ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ତାତି ୪୦ ଡିଗ୍ରୀ ଟପିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରାଜ୍ୟରେ ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢ଼ିବାରୁ ଦିନ ତାପମାତ୍ରା ବଢ଼ିବ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୦ ଡିଗ୍ରୀ ବା ଅଧିକ ତାପମାତ୍ରା ରେକର୍ଡ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ