Masthead

ଆଜିଠୁ ୪ଦିନ ଜଳିବ ସାରା ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଅସମ୍ଭାଳ ହେବ ଗ୍ରୀଷ୍ମ ପ୍ରବାହ । । ତାତି ସାଙ୍ଗକୁ ଛଟପଟ କରିବ ଗୁଳୁଗୁଳି । ଆଜିଠୁ ୪ଦିନ ଜଳିବ ସାରା ଓଡ଼ିଶା । ଅଧିକାଂଶ ସ୍ଥାନରେ ପାରଦ ୪ରୁ ୬ ଡିଗ୍ରୀ ସେଲସିୟସ୍ ଯାଏ ବଢ଼ିବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହ ବୃଦ୍ଧି ପାଉଥିବାରୁ ତାପମାତ୍ରା ବଢ଼ିବ ।

ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ପାର କରିବ । ଆଜି ୫ ଜିଲ୍ଲା କଟକ, ନୟାଗଡ଼, ଢେଙ୍କାନାଳ, ଭଦ୍ରକ ଓ ଯାଜପୁରକୁ ହିଟୱେଭ୍ ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୬ ତାରିଖରୁ ଅସହ୍ୟ ହେବ ତାତି ଓ ଗୁଳୁଗୁଳି । ୧୬ ରେ ୧୨ ଜିଲ୍ଲା ପାଇଁ ହିଟୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ତାରିଖ ଯାଏଁ ତାତିରୁ ନିସ୍ତାର ମିଳିବନି । କାଲି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଥିଲା ପାରଳାଖେମୁଣ୍ଡି । ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୦. ୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା । ୨୨ରୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା