Masthead

ଜଳୁଛି ସାରା ଓଡ଼ିଶା, ସକାଳ ସାଢ଼େ ୮ଟା ସୁଦ୍ଧା ବାଲେଶ୍ବର ସବୁଠାରୁ ଉତ୍ତପ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ତାତି । ପ୍ରବଳ ଗରମରେ ସନ୍ତୁଳି ହେଉଛନ୍ତି ଲୋକେ। ରାତି ନପାହୁଣୁ ଆରମ୍ଭ ହୋଇଗଲାଣି ଗୁଳୁଗୁଳି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟରେ ଅସମ୍ଭାଳ ତାତି ଦେଖିବାକୁ ମିଳିଛି। ସକାଳ ସାଢ଼େ ୮ଟା ସୁଦ୍ଧା ବାଲେଶ୍ବର ୩୪.୪ ଡଗ୍ରି ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ରାଜଧାନୀ ଭୁବନେଶ୍ୱର ତାପମାତ୍ରା ୩୨.୬ ଡିଗ୍ରି ରେକର୍ଡ କରାଯାଇଛି। ଚାନ୍ଦବାଲିରେ ୩୨.୬, ପୁରୀରେ ୩୨.୪, କେନ୍ଦୁଝରରେ ୩୧.୨, ଝାରସୁଗୁଡ଼ା ଓ ଗୋପାଳପୁର ତାପମାତ୍ରା ୩୧.୪ ଡିଗ୍ରି ରେକର୍ଡ ହୋଇଛି।

ଠିକ୍ ସେହିପରି ରାଉରକେଲାରେ ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୦ ଡିଗ୍ରି ରହିଥିବା ବେଳେ ସମ୍ବଲପୁରରେ ୩୦.୪, ପାରାଦୀପରେ ୩୦.୮ ଓ ହୀରାକୁଦରେ ତାପମାତ୍ରା ୩୧ ଡିଗ୍ରି ଥିବା ଜଣାଯାଇଛି। ଆଗାମୀ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ରାଜ୍ୟର ଅନେକ ସ୍ଥାନରେ ଆହୁରି ୨ ରୁ ୪ଡ଼ିଗ୍ରି ଯାଏଁ ବୃଦ୍ଧି ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା