Masthead

ସାଢ଼େ ୨ଟା ସୁଦ୍ଧା ୪୩ ଟପିଲା ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରେ ଆଉଟୁପାଉଟୁ ରାଜ୍ୟବାସୀ। ଆଜି ଦିନ ସାଢ଼େ ୨ଟା ସୁଦ୍ଧା ୪୩ ଟପିଲା ପାରଦ। ସାଢ଼େ ୨ଟା ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଝାରସୁଗୁଡ଼ାରେ ୪୩.୨, ସମ୍ବଲପୁରରେ ୪୨.୭, ରାଉରକେଲାରେ ୪୨.୬ ଡିଗ୍ରୀ ତାତି ରେକର୍ଡ ହୋଇଛି। ସେହିପରି ହୀରାକୁଦରେ ୪୨.୬, ଚାନ୍ଦବାଲିରେ ୪୧.୪, ରାଜଧାନୀ ଭୁବନେଶ୍ୱରରେ ୪୦.୫ ଡିଗ୍ରୀ ଓ ବାଲେଶ୍ୱରରେ ୪୦.୨ ତାପମାତ୍ରା ରେକର୍ଡ କରାଯାଇଛି।

ପୁରୀରେ ୩୪.୬, ପାରାଦୀପରେ ୩୩.୨ ଓ ଗୋପାଳପୁରରେ ୩୨.୬ ଡିଗ୍ରୀ ତାପମାତ୍ରା ରହିଛି । ଆଜି ନୟାଗଡ଼, ଅନୁଗୁଳୁ, ମୟୁରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା