ତାତିରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଶ୍ୱସ୍ତି ଦେଲା କାଳବୈଶାଖୀ । ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ ବର୍ଷା । କଟକ, ଭୁବନେଶ୍ୱରରେ ମେଘୁଆ ପାଗ ସହ ଝିପିଝିପି ବର୍ଷା । କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । । ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ ଆଲର୍ଟ ଜାରି କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’