Masthead

କଲବଲ କରୁଛି ତାତି, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଲବଲ କରୁଛି ତାତି । ରାଜ୍ୟରେ ଗ୍ରୀଷ୍ମ ଲହରୀ ଭିତରେ ଆଜି ମଧ୍ୟ ଖରା ପ୍ରକୋପ ଜାରି ରହିବ। ହିଟୱେଭ୍ ନେଇ ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗର କେନ୍ଦ୍ରର ସୂଚନାଅନୁସାରେ ନୟାଗଡ଼, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ଝାରସୁଗୁଡ଼ାରେ ଟାଣ ଖରା ହେବ। ଏଥିପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ସେହିପରି ୧୧ ଜିଲ୍ଲାକୁ ଦିଆଯାଇଛି ୟେଲୋ ମଧ୍ୟ ଜାରି କରାଯାଇଛି।ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।୫ ତାରିଖ ପରେ ରାଜ୍ୟରେ ଦିନ ତାପମାତ୍ରା ୨ରୁ ୫ଡିଗ୍ରୀ ସେଲସିୟସ୍ ଖସିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ