Masthead

ଖସିବ ତାତି, ମେ ୬ରୁ ବଦଳିବ ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିବ ଆଶ୍ୱସ୍ତି । ଉପକୂଳ ଓଡ଼ିଶାରେ ତାପମାତ୍ରା ୧ରୁ ୨ ଡିଗ୍ରୀ କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଲାଗିରହିବ । ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଗ୍ରୀଷ୍ମପ୍ରବାହରେ ବ୍ରେକ ଲାଗିବ । ଲଗାତାର ୧୭ ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରେ ତ୍ରାହି ତ୍ରାହି ଡାକୁଥିବା ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିବ ।

ଏପ୍ରିଲରେ ୧୬ ଦିନ ଧରି ୪୦ ଡିଗ୍ରୀ ଉପରେ ରାଜଧାନୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଗତକାଲି ୪୫ ଡିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟି ଥିଲା । ୨୯ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ