୫ ଦିନ ଯାଏଁ ପ୍ରବଳ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୫ ଦିନ ଯାଏଁ ପାଗରେ ପରିବର୍ତ୍ତନ ନାହିଁ । ୫ ଦିନ ଯାଏଁ କାଁଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ବାଲେଶ୍ୱର, ମୟୂରଭଂଜ, କେନ୍ଦ୍ରାପଡ଼ା, ଭଦ୍ରକରେ ବର୍ଷା ପାଇଁ ଆଲର୍ଟ ଜାରି । ଉତ୍ତର-ଦକ୍ଷିଣ ଉପକୂଳ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଟ୍ୱିନ୍ ସିଟିରେ ଆଜି ରାତିରେ ବର୍ଷା ହେବା ନେଇ ପୂର୍ବାନୁମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା