Masthead

ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ଭିଜିଲା ଭୁବନେଶ୍ବର ଓ କଟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ଭିଜିଲା ଭୁବନେଶ୍ବର ଓ କଟକ । ପ୍ରାୟ ଘଂଟାଏ ଧରି ପ୍ରବଳ ବର୍ଷା ଯୋଗୁ ଘରୁ ବାହାରିବା ମୁସ୍କିଲ ହୋଇପଡିଲା । କେଉଁଠି ରାସ୍ତାରେ ଛୁଟିଲା ପାଣି, ତ କେଉଁଠି ଉପୁଜିଲା ଜଳାର୍ଣ୍ଣବ ସ୍ଥିତି। କଟକର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିଥିବା ସୂଚନା ମିଳିଛି। ଗରମ ଗୁଳୁଗୁଳି ଭିତରେ ବର୍ଷା ଆଣିଦେଇଛି ଆସ୍ୱସ୍ତି । ଆଜି ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେପଟେ ବଜ୍ରାଘାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି । ଘଟଣାଟି ହେଉଛି ଗଞ୍ଜାମଜିଲ୍ଲା ବଡ଼ଗଡ଼ ଥାନା ନୂଆଗାଁରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଲମ୍ବୋଧର ପାଣିଗ୍ରାହୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ