Masthead

ଖସିବ ପାରଦ, ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବର ଯାଇ ଡିସେମ୍ବର ହେଲା । କିନ୍ତୁ ପଡିଲାନି ଶୀତ । ଶୀତ ହେଉ ନଥିବାରୁ ରାଜ୍ୟରେ ଏକପ୍ରକାର ଅସ୍ବାଭାବିକ ପରିବେଶ ସୃଷ୍ଟି ହୋଇଛି । ରାଜ୍ୟରେ ଆଗକୁ ବଢିବ ଶୀତ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଭାଗର କହିବା ମୁତାବକ ସ୍ୱାଭାବିକ ହେବ ଶୀତ । ଆଗାମୀ ୨ରୁ ୩ ଦିନ ମଧ୍ୟରେ ୨ରୁ ୪ଡ଼ିଗ୍ରୀ ଯାଏଁ ତଳକୁ ଖସିବ ପାରଦ । ବାତ୍ୟାର ପ୍ରଭାବ ପରେ ରାଜ୍ୟରେ କମିଛି କୋହଲା ପାଗ ତଥା ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବିତ ହେଉଥିବାରୁ ତଳମୁହାଁ ହେବ ପାରଦ ଓ ଅନୁଭୂତ ହେବ ସ୍ଵାଭାବିକ ଶୀତ । ସେପଟେ ଆସନ୍ତା ୭ ଦିନ ଯାଏଁ ନାହିଁ ଆର୍ଲଟ । ଶୁଖିଲା ରହିବ ପାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା