Masthead

ଖସିବ ପାରଦ, ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବର ଯାଇ ଡିସେମ୍ବର ହେଲା । କିନ୍ତୁ ପଡିଲାନି ଶୀତ । ଶୀତ ହେଉ ନଥିବାରୁ ରାଜ୍ୟରେ ଏକପ୍ରକାର ଅସ୍ବାଭାବିକ ପରିବେଶ ସୃଷ୍ଟି ହୋଇଛି । ରାଜ୍ୟରେ ଆଗକୁ ବଢିବ ଶୀତ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଭାଗର କହିବା ମୁତାବକ ସ୍ୱାଭାବିକ ହେବ ଶୀତ । ଆଗାମୀ ୨ରୁ ୩ ଦିନ ମଧ୍ୟରେ ୨ରୁ ୪ଡ଼ିଗ୍ରୀ ଯାଏଁ ତଳକୁ ଖସିବ ପାରଦ । ବାତ୍ୟାର ପ୍ରଭାବ ପରେ ରାଜ୍ୟରେ କମିଛି କୋହଲା ପାଗ ତଥା ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଓ ଶୁଷ୍କ ବାୟୁ ପ୍ରଭାବିତ ହେଉଥିବାରୁ ତଳମୁହାଁ ହେବ ପାରଦ ଓ ଅନୁଭୂତ ହେବ ସ୍ଵାଭାବିକ ଶୀତ । ସେପଟେ ଆସନ୍ତା ୭ ଦିନ ଯାଏଁ ନାହିଁ ଆର୍ଲଟ । ଶୁଖିଲା ରହିବ ପାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ