Masthead

ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁର୍ବଳ ହେଲା ଲଘୁଚାପ କ୍ଷେତ୍ର । ଆଜିଠୁ ସପ୍ତାହେ ପର୍ଯ୍ୟନ୍ତ କମିବ ବର୍ଷାର ପରିମାଣ । ଆସନ୍ତା ଦୁଇ ଦିନ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୩ ତାରିଖରୁ ମୌସୁମୀ ସକ୍ରିୟ ରହିବା ସହ ପ୍ରବଳ ବର୍ଷା ହେବ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି । ରବିବାର ନବରଙ୍ଗପୁରରେ ସର୍ବାଧିକ ୪୭ମିମି ବର୍ଷା ହୋଇଛି।

ବାରିପଦାରେ ୨୭, ଖୋର୍ଦ୍ଧାରେ ୨୫ମିମି, ପାରଳାଖେମୁଣ୍ଡିରେ ୧୯.୪, ମାଲକାନଗିରିରେ ୨୧ମିମି, ସୋନପୁରରେ ୧୦, କଟକରେ ୮ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ବାଙ୍କୀରେ ୧୧୭ମିମି, ବାଲେଶ୍ୱର ଭୋଗରାଇରେ ୧୦୫, ନୟାଗଡ଼ ରଣପୁରରେ ୧୦୨, ବାଲେଶ୍ୱର ବାହାନଗାରେ ୧୦୦, ପୁରୀ ସତ୍ୟବାଦୀରେ ୮୬, ମୟୂରଭଞ୍ଜ ଚନ୍ଦୁଆରେ ୮୫, ଖୋର୍ଦ୍ଧା ଟାଙ୍ଗୀରେ ୭୮, ପୁରୀରେ ୭୩.୮, ବେଗୁନିଆରେ ୬୪ ମିମି ବର୍ଷା ହୋଇଛି । ଉତର ଆଭ୍ୟନ୍ତରୀଣ ଜିଲ୍ଳା ମୟୁରଭଞ୍ଜରେ ସ୍ୱାଭାବିକ ଠାରୁ ୬୭% କମ୍ ବର୍ଷା ହୋଇଥିବା ବେଳେ ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ