Masthead

୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି। ଆଜି ବର୍ଷା ନେଇ କେବଳ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୬ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି।

ସେପଟେ ମହାରାଷ୍ଟ୍ର ମୁମ୍ବାଇ, ପୁଣେ ସହରରେ ବିଗିଡ଼ିଛି ସ୍ଥିତି। ଲଗାଣ ବର୍ଷାରେ ବେହାଲ ହୋଇଛି ମାୟାନଗରୀ ମୁମ୍ବାଇ। ପ୍ରବଳ ବର୍ଷାରେ ବହୁ ସ୍ଥାନରେ ରାସ୍ତାଘାଟ ବୁଡିଛି, ଲୋକଙ୍କ ଘରେ ପାଣି ପଶିଛି। ରାଜଧାନୀ ଦିଲ୍ଲୀରେ ପୁଣି ଜଳ ପ୍ରଳୟ। ଭୀଷଣ ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ। ବୁଡ଼ିଛି ରାସ୍ତା, ଘରେ ପଶିଛି ପାଣି। ରାଜଧାନୀର ଶାନ୍ତି ପଥ, ନାରୋଜୀ ନଗର, ଭିକାଜୀ କାମା ଅଞ୍ଚଳ ଏବେ ପାଣି ଘେରରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ