Masthead

ଡିସେମ୍ବର ଅଧାରେ ଶୀତର ରାଜୁତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଶୀତର ଲହରୀ । ହଠାତ ବଢିଲା ଶୀତ । ୧୫ ଡିଗ୍ରୀ ତଳେ ୨୩ ସହରର ତାପମାତ୍ରା । ପ୍ରବଳ ଶୀତ ସାଙ୍ଗକୁ କୁହୁଡି ପାଗ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରୁଛି । ଡିସେମ୍ବର ଅଧାରେ ଶୀତ ରାଜୁତି । ଅଦିନିଆ ବର୍ଷା ଛାଡ଼ିବା ପରେ, ରାଜ୍ୟରେ ହଠାତ୍ ପଡିଛି ଶୀତ ବଢିଛି । କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀରୁ ତଳକୁ ଖସିବା ଫଳରେ, ଏହା ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଛି ।

କନ୍ଧମାଳ ଜିଲ୍ଲାରେ ବିଳମ୍ଭରେ ଶୀତ ଛୁଇଁଥିବା ବେଳେ ଏବେ ଚାରି ଦିନରେ ପାରଦ ୫ ଡିଗ୍ରୀ ଖସିଥିବା ବେଳେ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଏବେ ଦାରିଙ୍ଗବାଡିର ତାପମାତ୍ରା ୯.୫ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀର ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଜିଲ୍ଲାର ଅନ୍ୟ ସ୍ଥାନରେ ଘନ କୁହୁଡି ସାଙ୍ଗକୁ ଶୀତର ପ୍ରକୋପ ଅନୁଭୂତ ହେଉଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୭ ଦିନ ଯାଏଁ ପାଗ ଶୁଖିଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ