Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତ ହେବା ପରେ ଏହା ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ। କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ।

ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା