Masthead

୫ରୁ ବଢିବ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ୫ ତାରିଖଠାରୁ ବଢ଼ିବ ବର୍ଷା । ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବା ନେଇ ଆକଳନ କରାଯାଇଛି । ତେବେ ଆସନ୍ତାକାଲି ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ୮ ତାରିଖ ଯାଏଁ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା