Masthead

୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି। ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶନିବାରଠାରୁ ରାଜ୍ୟ ପାଣିପାଗରେ ପରିବର୍ତ୍ତନ ଆସିପାରେ।

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ବର୍ଷା ହେବା ଆଶଙ୍କା ଥିଲେ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସତର୍କ ସୂଚନା ଜାରି କରାଯାଇନାହିଁ। ବୌଦ୍ଧରେ ସର୍ବାଧିକ ୪୬ମିମି ବର୍ଷା ହୋଇଛି । ଉତ୍ତର ମଧ୍ୟ ମହାରାଷ୍ଟ୍ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରୁ ଉତ୍ତର ବାଂଲାଦେଶ, ବିଦର୍ଭ, ଛତିଶଗଡ଼, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ବାୟୁମଣ୍ଡଳରେ ଏକ ଟ୍ରଫ୍ ଲମ୍ବିଛି । ଶୁକ୍ରବାର ଏହାର ବିଶେଷ ପ୍ରଭାବ ରହିବନି । ରାଜ୍ୟରେ କାଁ ଭାଁ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ଉତ୍ତର ଓଡ଼ିଶାରେ ସ୍ୱଳ୍ପ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ