Masthead

ଆଜିଠୁ ପୁଣି ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ: ) ଆଜିଠୁ ପୁଣି ରାଜ୍ୟରେ ବଢିବ ଶୀତ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୨ରୁ ୪ଡିଗ୍ରୀ ବଢିପାରେ ପାରଦ । ବର୍ଷ ଆରମ୍ଭରୁ ପ୍ରବଳ ଘନ କୁହୁଡି ସାଥିରେ ଧରି ଫେରିଲା ଶୀତ । କୋଇଡାରେ ତାପମାତ୍ରା କମିବା ସହ ରାଜପଥରେ ରାଜୁତି କରୁଛି କୁହୁଡି । ସ୍ଥିତି ଏମିତି ହୋଇଛି ଯେ, ୫ ମିଟର ଆଗକୁ ଦୃଶ୍ୟମାନ ହେଉନି ରାସ୍ତା ।

ଘନ କୁହୁଡି ପାଇଁ ଗାଡ଼ି ଚଳାଚଳରେ ବାଧା ଉପୁଜିବା ସହ ଟେନସା ବାରସୁଆଁ ରାସ୍ତା ଏବଂ ୫୨୦ ନମ୍ବର ଜାତୀୟ ରାଜପଥ କୋଇଡାରୁ ରଜାମୁଣ୍ଡା ରାସ୍ତାରେ ଅଟକି ରହିଛି ଶହ ଶହ ଗାଡ଼ି । ଅନ୍ୟପଟେ ହାଡ ଭଙ୍ଗା ଜାଡ ଫେରିବା ପରେ ଖଣି ଅଞ୍ଚଳ କୋଇଡାରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା