Masthead

ଚାରିଆଡ଼ ଧୂଆଁ ଧୂଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ଶୀତ ବଢୁଛି କୁୁଡି । ରାଜଧାନୀ ଭୁବନେଶ୍ୱରରେ କୁହୁଡ଼ିର ଆସ୍ତରଣ । କେବଳ ରାଜଧାନୀ କାହିଁକି ସବୁଠି ଦେଖିବାକୁ ମିଳିଛି ଧଳା ଚାଦର । ଆଜି ୨୨ଟି ଜିଲ୍ଲାରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି ।

ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିରରେ ମଧ୍ୟମରୁ ଘନ କୁହୁଡ଼ି ନେଇ ସତର୍କତା ଜାରି ହୋଇଥିଲା । ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ