Masthead

ଆଜିଠୁ ପ୍ରବଳ ବର୍ଷା!

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ଭଲବର୍ଷା ହେବ । କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗ ବିଭାଗ ଏହାକୁ ନେଇ ସତର୍କ କରାଇଛି । ବର୍ଷା ନେଇ ସୋମବାର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଆଗାମୀ ୭ ଦିନ ଯାଏଁ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କତା ଜାରି ହୋଇଛି ।

କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଖୋର୍ଦ୍ଧା, ପୁରୀ କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୧୪ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ଝଟକା ପବନ ବହିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା