Masthead

୩ ଦିନ ଯାଏଁ ଭୀଷଣ ଗୁଳୁଗୁଳି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଗକୁ ନାହିଁ ବଡ଼ ବର୍ଷା ନାହିଁ । କାଁ ଭାଁ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ହେଲେ ବିଜୁଳି, ଘଡ଼ଘଡ଼ି ଆଶଙ୍କା ବେଶୀ ରହିଛି । ଆଗାମୀ ୩ ଦିନ ଯାଏ ଉପକୂଳବର୍ତ୍ତୀ ଜିଲ୍ଲାକୁ ଭୀଷଣ ଗରମ ସାଙ୍ଗକୁ ଗୁଳୁଗୁଳି ଚେତାବନୀ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଗରମ ଓ ଗୁଳୁଗୁଳି ପ୍ରକୋପ ଜାରି ରହିବ । ୮ ତାରିଖ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା ଥିବା ବେଳେ ଉପକୂଳରେ ଗୁଳୁଗୁଳି ଲାଗି ରହିବ । ୧୦ ଯାଏ ଏଭଳି ପାଗ ସମ୍ଭାବନା ଅଛି । ୧୧ ଓ ୧୨ରେ ଗୁଳୁଗୁଳି ପ୍ରକୋପ କମିପାରେ, ମାତ୍ର ବର୍ଷାର ସମ୍ଭାବନା ବିଶେଷ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ