ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ୪ ଦିନ ପ୍ରବଳ ବର୍ଷା । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ଅଧିକ ବର୍ଷା ରହିବ । ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୯ ତାରିଖରେ ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ହୋଇପାରେ । ୨୧ ତାରିଖ ଯାଏ ଅଧିକ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!