Masthead

୪୨ ଡିଗ୍ରୀ ଉପରେ ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅଧିକାଂଶ ଜିଲ୍ଲାରେ ୪୨ ଡିଗ୍ରୀ ଉପରେ ପାରଦ ରହିବ । ସେପଟେ ଉପକୂଳ ଓଡ଼ିଶାରେ ସକ୍ରିୟ ହେଉଛି କାଳବୈଶାଖୀ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଣ୍ଡାମାନ ଦିଗରେ ଗତି କରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

ପାଗ ଅନୁକୂଳ ଥିବାରୁ ଆସନ୍ତା ୨ରୁ୩ ଦିନ ପର୍ଯ୍ୟନ୍ତ ଏହା ସମାନ ଦିଗରେ ଗତି କରି ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଅଧିକାଂଶ ଅଂଶ ଛୁଇଁବାର ସମ୍ଭାବନା ରହିଛି । ଅନ୍ୟପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି । ଦିନରେ ଖରା ସହିତ ଅପରାହ୍ନରେ ପ୍ରବଳ ବର୍ଷା ହେଉଛି । ଏହି ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ