Masthead

୬ ତାରିଖରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ୫ ତାରିଖରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢିପାରେ । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ଦିନ ବର୍ଷା ଲାଗି ରହିବା ସମ୍ଭାବନା । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା