Masthead

୬ ତାରିଖରୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର କିଛି କିଛି ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ୫ ତାରିଖରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢିପାରେ । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା । ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ଦିନ ବର୍ଷା ଲାଗି ରହିବା ସମ୍ଭାବନା । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା